Masthead

୧୩ ତମ ବ୍ରିକ୍ସର ବାର୍ଷିକ ସମ୍ମିଳନୀ ସମ୍ବୋଧିତ କଲେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚ୍ଚୁଆଲ ଫମାର୍ଟରେ ୧୩ ତମ ବ୍ରିକ୍ସର ବାର୍ଷିକ ସମ୍ମିଳନୀ ସମ୍ବୋଧିତ କରିଛନ୍ତି । ଏହି ବୈଠକରେ ବ୍ରାଜିଲ ରାଷ୍ଟ୍ରପତି ଜାୟର ବୋଲସାନାରୋ, ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସା, ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁତିନ ଏବଂ ଚୀନ ରାଷ୍ଟ୍ରପତି ସିଜିନପିଙ୍ଗ ଯୋଗଦେବେ ।

ଅପରପକ୍ଷରେ ଚଳିତ ବର୍ଷ ଭାରତ ବ୍ରିକ୍ସର ଅଧ୍ୟକ୍ଷତା କରୁଛି । ତେବେ ଆରମ୍ଭରୁ ହିଁ ଆଫଗାନିସ୍ତାନ ପ୍ରସଙ୍ଗ ଉଠିଛି । ଆମେରିକା ଆଫଗାନିସ୍ତାନରୁ ସୌନ୍ୟବାହିନୀ ଏବଂ ଏହାର ସହଯୋଗୀ ଦଳ ପ୍ରତ୍ୟାହାର କରିବା ପରେ ଆଫଗାନିସ୍ତାନ ସହ କଣ ହୋଇଛି ତାହା ବିଶ୍ୱ ଦେଖୁଛି ବୋଲି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ