Masthead

ୱାଶିଂଟନରେ ପହଞ୍ଚିଲେ ମୋଦି

ବଡ଼ ଖବର ବ୍ୟୁରୋ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ଦିନିଆ ଆମେରିକା ଗସ୍ତରେ ଅଛନ୍ତି । ଏହା ମଧ୍ୟରେ ମୋଦି ୱାଂଶିଟନରେ ପହଞ୍ଚିଛନ୍ତି । ସେ ପହଞ୍ଚିଲା ବେଳକୁ ୱାଶିଂଟନରେ ପ୍ରବଳ ବର୍ଷା ହେଉଥିଲା । ଏହି କାରଣରୁ ମୋଦି ବିମାନ ମଧ୍ୟରୁ ଛତା ଧରି ବାହାରିଥିଲେ । ତାଙ୍କୁ ବିମାନବନ୍ଦରରେ ଆମେରିକା ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ତେବେ ପ୍ରଧାନମନ୍ତ୍ରୀ କ୍ୱାଡର ପ୍ରଥମ ସମ୍ମିଳନୀରେ ଯୋଗଦେବା ସହ ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ କରିବେ ।

ଏହା ସହ ତାଙ୍କର ତିନି ଦିନିଆ ଆମେରିକା ଗସ୍ତ ସମୟରେ ରାଷ୍ଟ୍ରପତି ବାଇଡେନ, ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ଏବଂ ଜାପାନ ପ୍ରଧାନମନ୍ତ୍ରୀ ୟୋସିହିଡେ ସୁଗାଙ୍କ ସହ କ୍ୱାଡ ଗ୍ରୁପ ଲିଡର୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା