Masthead

ମୋଦି ମାଗିଲେ ଲିଷ୍ଟ: ସଂସଦରେ କେଉଁମାନେ ଥିଲେ ଅନୁପସ୍ଥିତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସଂସଦ ଗୃହରେ ଉପସ୍ଥିତ ରହୁନାହାନ୍ତି ସାଂସଦ । ଏନେଇ ଆଜି ବିଜେପିର ସାଂସଦଙ୍କୁ ଦୃଢ଼ ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଗୃହ କାର୍ଯ୍ୟ ସମୟରେ ଅନୁପସ୍ଥିତ ରହୁଥିବା ବିଜେପି ସାଂସଦ ମାନଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଆଜି ବିଜେପି ସଂସଦୀୟ ଦଳର ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ସମସ୍ତ ସାଂସଦଙ୍କୁ ଉପସ୍ଥିତ ରହିବାକୁ କହିଛନ୍ତି । ଏହାଛଡ଼ା ରାଜ୍ୟସଭାରେ ଗୁରୁତ୍ୱପୂର୍ଣ୍ଣ ବିଲ ପାସ ହେବା ସମୟରେ ବହୁ ସାଂସଦ ଉପସ୍ଥିତ ନଥିଲେ । ଯେଉଁମାନଙ୍କ ଲିଷ୍ଟ ମଧ୍ୟ ମାଗିଛନ୍ତି ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ