ଆରମ୍ଭ ହେଲା ମୋଦି-ବାଇଡେନଙ୍କ ଦ୍ୱିପାକ୍ଷିକ ଆଲୋଚନା

ବଡ଼ ଖବର ବ୍ୟୁରୋ: ପ୍ରଥମଥର ପାଇଁ ମୋଦି ଓ ବାଇଡେନ ଏକାଠି ସାମ୍ନାକୁ ଆସିଛନ୍ତି । ଉଭୟ ନେତାଙ୍କ ମଧ୍ୟରେ ଏହା ହେଉଛି ପ୍ରଥମ ବୈଠକ । ଆମେରିକାର ହ୍ୱାଇଟ ହାଉସରେ ଉଭୟଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ଜାରି ରହିଛି । ସେପଟେ ଉଭୟଙ୍କ ବୈଠକକୁ ନେଇ ସାରା ବିଶ୍ୱର ନଜର ରହିଛି ।

ମୁଖ୍ୟତଃ କରୋନା ଭାଇରସ, ଟୀକା ଉତ୍ପାଦନ, ଆତଙ୍କବାଦ ଏବଂ ଆଫଗାନିସ୍ତାନ ପ୍ରସଙ୍ଗରେ ଉଭୟ ନେତା ଆଲୋଚନା କରିବେ ବୋଲି ସୂଚନା ମିଳିଛି । ଏହା ସହ ଉଭୟ ନେତା ପାରସ୍ପରିକ ହିତ ସମ୍ପର୍କିତ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ଜଣାପଡିଛି । ଅନ୍ୟପଟେ ଜୋ ବାଇଡେନ ଆମେରିକାର ରାଷ୍ଟ୍ରପତି ହେବା ପରେ ମୋଦିଙ୍କର ଏହା ପ୍ରଥମ ବୈଠକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ