Masthead

୨୪ରେ ମୋଦି-ବାଇଡେନ୍‌ ଆଲୋଚନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ମୋଦିଙ୍କ ୫ ଦିନିଆ ଆମେରିକା ଗସ୍ତ । ସେପ୍ଟେମ୍ବର ୨୨ରୁ ୨୬ ପର୍ଯ୍ୟନ୍ତ ‌ ମୋଦି ଆମେରିକା ଗସ୍ତ କରିବେ ବୋଲି ବିଦେଶ ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଳା ଘୋଷଣା କରିଛନ୍ତି। ହର୍ଷବର୍ଦ୍ଧନ କହିଛନ୍ତି, ପ୍ରଧାନମନ୍ତ୍ରୀ ଆସନ୍ତା ୨୪ ତାରିଖରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ଦ୍ବିପା‌କ୍ଷିକ କଥାବାର୍ତ୍ତା କରିବେ।

ବାଣିଜ୍ୟ ଏବଂ ବିନି‌ଯୋଗ, ପ୍ରତିରକ୍ଷା ଏବଂ ସୁରକ୍ଷା ସହଯୋଗ ଆଦି କ୍ଷେତ୍ର ସମତେ ଅନ୍ୟାନ୍ୟ ବିଷୟବସ୍ତୁ ଉପରେ ମୋଦି-ବାଇଡେନ୍‌ ଆଲୋଚନା କରିବେ। ଆଫଗାନିସ୍ତାନରେ ବର୍ତ୍ତମାନର ଆଞ୍ଚଳିକ ସୁରକ୍ଷା ସ୍ଥିତି ସଂକ୍ରାନ୍ତରେ ମଧ୍ୟ ଏହି ବୈଠକରେ ଆଲୋଚନା ହୋଇପାରେ। ମୋଦି ମଧ୍ୟ ଆମେରିକା ଉପରାଷ୍ଟ୍ରପତି କମଳା ହାରିସ୍‌ଙ୍କ ସହ ପ୍ରଥମ ଥର ପାଇଁ ସାକ୍ଷାତ କରିବେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ