Masthead

୭ଟି ନୂତନ ପ୍ରତିରକ୍ଷା କମ୍ପାନୀକୁ ଦେଶ ପାଇଁ ଉତ୍ସର୍ଗ କଲେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପବିତ୍ର ଦଶହରା ଉପଲକ୍ଷେ ସମଗ୍ର ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ସମ୍ବୋଧିତ କରିଛନ୍ତି । ତେବେ ଅଡିନେଂସ ଫେକ୍ଟରୀ ବୋର୍ଡର ୭ଟି ନୂତନ ପ୍ରତିରକ୍ଷା କମ୍ପାନୀକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି ମୋଦି । ଏହି ୭ଟି ନୂତନ କମ୍ପାନୀର ଏହି ଉନ୍ମୋଚନ ଦେଶର ୪୧ଟି ଅଡିନେଂସ ଫେକ୍ଟରୀ ନବୀକରଣ କରିବାର ଏକ ଅଂଶ । ସେପଟେ ଗତ ୧୫-୨୦ ବର୍ଷ ଧରି ଏହା ବିଚାରାଧୀନ ହୋଇ ରହିଥିଲା ।

ଏହା ସହ ଏହି ସାତଟି କମ୍ପାନୀ ଭବିଷ୍ୟତରେ ଭାରତର ସାମରିକ ଶକ୍ତିର ଏକ ପ୍ରମୁଖ ଆଧାର ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । କେବଳ ଏତିକି ନୁହେଁ ବରଂ କରୋନାକୁ ନେଇ ମଧ୍ୟ ପ୍ରଧାନମନ୍ତ୍ରୀ କହିଥିବାର ଦେଖିବାକୁ ମିଳିଛି । ତେବେ କରୋନାର କଷ୍ଟଦାୟକ ସମୟରେ ବର୍ତ୍ତମାନ ଭାରତର ଅର୍ଥନୀତିର ମେରୁଦଣ୍ଡ ଧିରେ ଧିରେ ସିଧା ହେବାରେ ଲାଗିଛି । ଏନେଇ ନିକଟରେ ଏକ ବିଶ୍ୱ ସଂସ୍ଥା ମଧ୍ୟ ଭାରତରେ ବଢୁଥିବା ଦ୍ରୁତ ଅର୍ଥନୀତି ଉପରେ କହିଥିବାର ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର