Masthead

NDAର ନେତା ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏନଡିଏର ନେତା ଭାବେ ନିର୍ବାଚିତ ହେଲେ ନରେନ୍ଦ୍ର ମୋଦୀ । ଦିଲ୍ଲୀରେ ଏନ୍‌ଡିଏର ସଂସଦୀୟ ଦଳ ବୈଠକ ଚାଲିଥିଲା । ସଂସଦ ଭବନର ସେଣ୍ଟ୍ରାଲ ହଲ୍‌ରେ ବୈଠକ ଚାଲିଥିଲା । ଏନ୍‌ଡିଏ ଅଂଶୀଦାର ନେତା ଓ ସାଂସଦ ସାମିଲ ଯେଉଁଥିରେ ନରେନ୍ଦ୍ର ମୋଦୀଙ୍କୁ ଏନଡିଏ ମେଣ୍ଟର ନେତା ନିର୍ବାଚିତ କରାଯାଇଛି ।

ତେବେ ରାଜନାଥ ସିଂହ ଦଳର ବୈଠକରେ ଏହି ପ୍ରସ୍ତାବ ରଖିଥିଲେ । ଯାହାକି ସର୍ବସମ୍ମତି କ୍ରମେ ପାସ୍ ହେଇଥିଲା । ଏହି ସଂସଦୀୟ ଦଳ ବୈଠକରେ ବିଜେପିର ନବ ନିର୍ବାଚିତ ସାଂସଦଙ୍କ ସହିତ ଏନଡିଏରେ ସାମିଲ ଥିବା ବିଭିନ୍ନ ଦଳର ନେତା ସାମିଲ ଥିଲେ । ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଏହି ବୈଠକରେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ