Masthead

‘୪୦୦ ପାର, ତୃତୀୟ ଥର ମୋଦି ସରକାର’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏଥର ୪୦୦ ପାର, ତୃତୀୟ ଥର ମୋଦି ସରକାର । ଲୋକସଭା ନିର୍ବାଚନ ପୂର୍ବରୂ ବିଜେପି ଏହି ସ୍ଲୋଗାନ ରଖିଛି । ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ବିଜେପି) ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଲୋକସଭା ନିର୍ବାଚନ ପାଇଁ ଦଳର ସ୍ଲୋଗାନ ‘ଏଥର ୪୦୦ ପାର, ତୃତୀୟ ଥର ମୋଦି ସରକାର’ ବୋଲି ନିଷ୍ପତ୍ତି ନିଆଯାଇଛି।

ଏଥିପାଇଁ ରାଜ୍ୟ, ଲୋକସଭା ଏବଂ ବିଧାନସଭା ସ୍ତରରେ ବିଜେପି ତଥା ସହ-ସଂଯୋଜକଙ୍କ ସମ୍ପର୍କରେ ମଧ୍ୟ ବିଜେପି ନିଷ୍ପତ୍ତି ନେଇଛି। ଏହି ବୈଠକରେ କୁହାଯାଇଛି ଖୁବ ଶୀଘ୍ର ଲୋକସଭା କ୍ଲଷ୍ଟରରେ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଗସ୍ତ ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ