Masthead

୧୦ ଟାରେ ଦେଶବାସୀକୁ ସମ୍ବୋଧିତ କରିବେ ନମୋ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ୧୦ ଟାରେ ଦେଶବାସୀକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଦେଶରେ କରୋନା ଟିକାକରଣ ଶହେ କୋଟି ଡୋଜରେ ପହଞ୍ଚିଛି । ଏହି ଅବସରରେ ଦେଶବାସୀକୁ ସମ୍ୱାଧନ କରିବେ ମୋଦି ।ଶହେ କୋଟି ଡୋଜ ଟିକାକରଣ କରି ଦେଶ ବିଶ୍ୱରେ ଏକ ମାଇଲଖୁଣ୍ଟ ତିଆରି କରିଛି। ଏଥିମଧ୍ୟରୁ ୭୧ କୋଟିି ୯ ଲକ୍ଷରୁ ଅଧିକ ଲୋକ ପ୍ରଥମ ଡୋଜ ନେଇଥିବାବେଳେ ୨୯ କୋଟି ୫୩ ଲକ୍ଷରୁ ଅଧିକ ଲୋକ ଦ୍ୱିତୀୟ ଡୋଜ ନେଇଛନ୍ତି ।

ଏବେ ପାର୍ବଣ ମାସ ଚାଲିଥିବାପାରୁ ଦେଶରେ କରୋନା ସଂକ୍ରମଣ କମିଥିଲେ ବି ଭୟ ଯାଇନାହିଁ । ବ୍ରିଟେନ ଓ ଋଷରେ କରୋନା ସଂଖ୍ୟା ବଢୁଛି । ତେବେ  ଆଜିର ସମ୍ବୋଧନରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ନୂଆ କଣ କହିବେ ତା ଉପରେ ସମସ୍ତଙ୍କ ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ