Masthead

୬୫ ଘଣ୍ଟାରେ ୨୦ଟି ବୈଠକ କରିଥିଲେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଆମେରିକା ଗସ୍ତରୁ ସ୍ୱଦେଶ ଫେରିଛନ୍ତି । ଚଳିତ ମାସ ସେପ୍ଟମ୍ବର ୨୨ ତାରିଖରେ ପ୍ରଧାନମନ୍ତ୍ରୀ ଆମେରିକା ଗସ୍ତ କରିଥିଲେ । ପାଖାପାଖି ୯୦ ଘଣ୍ଟା ମଧ୍ୟରେ ନିଜର ଆମେରିକା ଗସ୍ତ ସମ୍ପୂର୍ଣ୍ଣ କରି ଭାରତକୁ ମୋଦି ଫେରିଥିଲେ । ମୋଦିଙ୍କୁ ସ୍ୱାଗତ କରିବା ପାଇଁ ବିଜେପି ମୁଖ୍ୟ ଜେପି ନଡ୍ଡା ଉପସ୍ଥିତ ଥିଲେ । ଏହା ଛଡ଼ା ସବୁଠାରୁ ରୋଚକ କଥାଟି ହେଉଛି ମାତ୍ର ୬୫ ଘଣ୍ଟା ପ୍ରଧାନମନ୍ତ୍ରୀ ଆମେରିକାରେ ବିତାଇଥିଲେ ।

ଏହା ସହ ଏହି ୬୫ ଘଣ୍ଟାରେ ପ୍ରଧାନମନ୍ତ୍ରୀ ୨୦ଟି ବୈଠକରେ ଯୋଗ ଦେଇଥିବାର କଥା ସାମ୍ନାକୁ ଆସିଛି । ଏଖବର ସାମ୍ନାକୁ ଆସିବା ପରେ ବର୍ତ୍ତମାନ ସାରା ଦେଶରେ ଏହା ଚର୍ଚ୍ଚାର ବିଷୟ ପାଲଟିଛି । କେବଳ ଏତିକି ନୁହେଁ ବରଂ ଯିବା ଆସିବା ସମୟରେ ମଧ୍ୟ ପ୍ରଧାନମନ୍ତ୍ରୀ ଦୁଇ ଦୁଇଥର ବୈଠକ କରିଥିବାର ସୂଚନା ମିଳିଛି । ଫଳରେ ବିମାନରେ ହିଁ ପ୍ରଧାନମନ୍ତ୍ରୀ ୪ଟି ବୈଠକ କରିଥିଲେ । ଏପରି ଭାବରେ ପ୍ରଧାନମନ୍ତ୍ରୀ ଭାରତରୁ ଆମେରିକା ଗସ୍ତରେ ୨୦ଟି ବୈଠକ କରିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ