Masthead

ବ୍ରହ୍ମପୁରରେ ମୋଦି

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁରରେ ପହଞ୍ଚିଲେ ମୋଦି ।କନିଷି ହେଲିପ୍ୟାଡରେ ଅବତରଣ କରିବା ପରେ ସେଠାରେ ଦେଖାଦେଇଛି ଭିନ୍ନ ମାହୋଲ । ତାଙ୍କ ଉପସ୍ଥିତିକୁ ନେଇ ଜନତା ଓ ନେତାଙ୍କ ମଧ୍ୟ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି । ଏଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିବେ ମୋଦି । ମୋଦିଙ୍କୁ ସ୍ୱାଗତ ପାଇଁ ରୁଣ୍ଡ ହୋଇଛନ୍ତି ହଜାର ହଜାର ଜନସାଧାରଣ ।

ସକାଳ ପ୍ରାୟ ୯ଟାରେ ମୋଦି ଭୁବନେଶ୍ୱର ରାଜଭବନରୁ ବାହାରି ବିମାନବନ୍ଦରରେ ପହଞ୍ଚିଥିଲେ । ସେଠାରୁ ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବ୍ରହ୍ମପୁର ଗସ୍ତରେ ବାହାରିଥିଲେ । ଏବେ ସେ ବ୍ରହ୍ମପୁରରେ ପହଞ୍ଚି ସାରିଛନ୍ତିା ପୁଣି ଥରେ ମୋଦି ସରକାର ଏହି କଥାକୁ ଲୋକଙ୍କ ପାଖରେ ସୁନିଶ୍ଚିତ କରିବାକୁ ଚେଷ୍ଟା କରିବେ ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା