Masthead

ଗୁରୁଦ୍ୱାରରେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଗୁରୁ ତେଗ ବାହାଦୁରଙ୍କ ୪୦୦ତମ ଜନ୍ମ ବାର୍ଷିକୀ । ଏହି ଅବସରରେ ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଗୁରୁଦ୍ୱାର ସିସ୍ ଗଞ୍ଜ ସାହିବ ଦର୍ଶନ କରିଛନ୍ତି ।  ସେ ଗୁରୁଦ୍ୱାରରେ ପ୍ରାର୍ଥନା କରିବା ସହ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ମୋଦି କହିଛନ୍ତି ଯେ, ଗୁରୁ ତେଗ୍ ବାହାଦୂର କୌଣସି ସାଧାରଣ ବ୍ୟକ୍ତି ନଥିଲେ । ସେ କେବେ ଅନ୍ୟାୟ ଓ ସ୍ୱେଚ୍ଛାଚାର ଆଗରେ ମୁଣ୍ଡ ନୁଆଇଁ ନଥିଲେ ।

ତାଙ୍କର ଆତ୍ମବଳି ଆଜି ବି ଅନେକ ଲୋକଙ୍କୁ ପ୍ରେରଣା ଯୋଗାଏ । ତାଙ୍କ ୪୦୦ତମ ଜନ୍ମ ବାର୍ଷିକୀରେ ବା ପ୍ରକାଶ ପୁରବର ସ୍ୱତନ୍ତ୍ର ଅବସରରେ ମୁଁ ମଥାନତ କରୁଛି ।ନିଜ ସାହାସ ଓ ନିଷ୍ପୀଡ଼ିତମାନଙ୍କ ପ୍ରତି ତାଙ୍କ ସେବା ପାଇଁ ସେ ବିଶ୍ୱବ୍ୟାପୀ ସମ୍ମାନିତ । ତେବେ ଆଜି ଗୁରୁଦ୍ୱାରା ଯିବା ରାସ୍ତାରେ ପ୍ରଧାନମନ୍ତ୍ରୀ ନିଜ ପାଇର୍ କୌଣସି ନିରାପତ୍ତା ବ୍ୟବସ୍ଥା କରାଇ ନଥିଲେ । ଆଉ ପ୍ରଧାନମନ୍ତ୍ରୀଙ୍କ ଦର୍ଶନ ପାଇଁ ବି ଗୁରୁଦ୍ୱାରରେ କୌଣସି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇ ନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା