Masthead

କେଜ୍ରିୱାଲଙ୍କୁ ଗିରଫ କରିବା ପାଇଁ ଏକ ଷଡଯନ୍ତ୍ର ରହିଛି :ସନ୍ଦୀପ ପାଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ମନା କରିବା ପରେ ଜାତୀୟ ରାଜଧାନୀରେ ରାଜନୀତି ଚରମ ସୀମାରେ ପହଞ୍ଚିଛି। ଏହି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ନୋଟିସ ମିଳିଛି। ଯାହାକୁ ନେଇ ଆପ ନେତା ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି । ଆମ୍ ଆଦମୀ ପାର୍ଟିର ଜାତୀୟ ମୁଖପାତ୍ର ସନ୍ଦୀପ ପାଠକ କହିଛନ୍ତ, ଅରବିନ୍ଦ କେଜ୍ରିୱାଲଙ୍କୁ ବିଜେପି ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୟ କରୁଛନ୍ତି।

ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିବା ପାଇଁ ଏକ ଷଡଯନ୍ତ୍ର ରହିଛି। ଇଡି ଏବଂ ସିବିଆଇ ମୁଖ୍ୟାଳୟକୁ ନିର୍ଦ୍ଦେଶ ଦିଆଯାଉଛି। କିନ୍ତୁ ମୁଁ ନରେନ୍ଦ୍ର ମୋଦିଙ୍କୁ କହିବାକୁ ଚାହେଁ – ଆମେ ଭୟ କରୁନାହୁଁ, କାରଣ ଅରବିନ୍ଦ କେଜ୍ରିୱାଲ ସତ୍ୟ ସହିତ ଠିଆ ହୋଇଛନ୍ତି। ଶେଷରେ କେବଳ ସତ୍ୟ ଜିତିବ। ସନ୍ଦୀପ ଆହୁରି କହିଛନ୍ତି, ଅରବିନ୍ଦ କେଜ୍ରିୱାଲଙ୍କୁ ଯେକୌଣସି ଉପାୟରେ ହଟାଇବା ହେଉଛି ବିଜେପି ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଏକମାତ୍ର ଉଦ୍ଦେଶ୍ୟ। ଏଥିପାଇଁ ବିଜେପି ଲୋକମାନେ ପ୍ରଥମେ ଆଇନଗତ ଉପାୟ ମାଧ୍ୟମରେ ଏହା କରିବାକୁ ଚାହୁଁଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା