Masthead

ମୋଦି-କିସିଦା ଆଲୋଚନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି । ହିରୋସିମାରେ ଦୁଇ ନେତାଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା । ବାଣିଜ୍ୟ, ଅର୍ଥନୀତି, ସଂସ୍କୃତିକୁ ନେଇ ଦ୍ବିପାକ୍ଷିକ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଜାପାନର ହିରୋସିମା ଗସ୍ତରେ ଅଛନ୍ତି।

ଜି-୭ ବୈଠକରେ ଯୋଗଦେବା ପୂର୍ବରୁ ସେ ଫୁମିଓଙ୍କୁ ଭେଟି ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବା ସହ ବିଶ୍ୱକୁ ଶାନ୍ତି ବାର୍ତ୍ତା ମଧ୍ୟ ଦେଇଥିଲେ। ହିରୋସିମାରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଏବଂ ଉନ୍ମୋଚନ କରିବାର ସୁଯୋଗ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର