Masthead

ଫେବ୍ରୁଆରୀ ୧୦ରେ ପୁଣି ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଫେବ୍ରୁଆରୀ ୧୦ରେ ପୁଣି ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସୂଚନା । ଭୁବନେଶ୍ୱରରେ ବିଶାଳ ମହିଳା ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ଦେଶର ୨ଟି ସ୍ଥାନରେ ବଡ଼ ମହିଳା ସମାବେଶ ଆୟୋଜନ ହେବ । ମଧ୍ୟପ୍ରଦେଶ ଓ ଓଡ଼ିଶାରେ ଆୟୋଜନ ହେବ ସମାବେଶ । ଭୁବନେଶ୍ୱରରେ ୧୪ ରାଜ୍ୟର ୨୫ ହଜାର ମହିଳା ଏକାଠି ହେବେ । ଆସନ୍ତା ୩ରେ ସମ୍ବଲପୁର ଆଇଆଇଏମ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା