Masthead

ପୋପ ଫ୍ରାନସିିସଙ୍କୁ ଭେଟିଲେ ମୋଦି 

ବଡ଼ ଖବର ବ୍ୟୁରୋ: ପ୍ରଧାନମନ୍ତ୍ରୀ ତିନି ଦିନିଆ ରୋମ ଗସ୍ତରେ ଅଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଭାଟିକାନ ସିଟି ଯାତ୍ରା କରିଥିଲେ । ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ପ୍ରଥମଥର ପାଇଁ କ୍ୟାଥଲିକ ଚର୍ଚ୍ଚର ମୁଖ୍ୟ ପୋପ ଫ୍ରାନସିିସଙ୍କୁ ଭେଟିଛନ୍ତି । ଉଭୟ କୋଭିଡ ଓ ବିଶ୍ୱ ଶାନ୍ତି ପ୍ରସଙ୍ଗରେ ଆଲୋଚନା କରିଥିଲେ । ଏହା ସହ ପ୍ରଧାନମନ୍ତ୍ରୀ ଜାତୀୟ  ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର  ଭାଟିକାନ ସିଟିର ସେକ୍ରେଟାରୀ ଅଫ ଷ୍ଟେଟ କାର୍ଡିନଲେ ପିଏଟ୍ରୋ ପାରୋଲିନଙ୍କୁ ଭେଟିଥିଲେ ।

ସେପଟେ ମୋଦି ହେଉଛନ୍ତି ପଞ୍ଚମ ଭାରତୀୟ ପ୍ରଧାନମନ୍ତ୍ରୀ ଯିଏ କି ରୋମାନ କ୍ୟାଥୋଲିକ ଚର୍ଚ୍ଚର ମୁଖ୍ୟଙ୍କୁ ଭେଟିଛନ୍ତି । ମୋଦି ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ, ଇନ୍ଦିର ଗାନ୍ଧୀ, ଆଇକେ ଗୁଜରାଲ ଓ ଅଟଳ ବିହାରୀ ବାଜପେୟୀ ତକ୍ରାଳୀନ ପୋପଙ୍କୁ ଭେଟିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ 🔴 ଆହୁରି ଦୁଇ ସପ୍ତାହ କଲବଲ କରିବ ଶୀତ 🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC 🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ 🔴 ଆହୁରି ଦୁଇ ସପ୍ତାହ କଲବଲ କରିବ ଶୀତ 🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC 🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର