Masthead

ପୋପ ଫ୍ରାନସିିସଙ୍କୁ ଭେଟିଲେ ମୋଦି 

ବଡ଼ ଖବର ବ୍ୟୁରୋ: ପ୍ରଧାନମନ୍ତ୍ରୀ ତିନି ଦିନିଆ ରୋମ ଗସ୍ତରେ ଅଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଭାଟିକାନ ସିଟି ଯାତ୍ରା କରିଥିଲେ । ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ପ୍ରଥମଥର ପାଇଁ କ୍ୟାଥଲିକ ଚର୍ଚ୍ଚର ମୁଖ୍ୟ ପୋପ ଫ୍ରାନସିିସଙ୍କୁ ଭେଟିଛନ୍ତି । ଉଭୟ କୋଭିଡ ଓ ବିଶ୍ୱ ଶାନ୍ତି ପ୍ରସଙ୍ଗରେ ଆଲୋଚନା କରିଥିଲେ । ଏହା ସହ ପ୍ରଧାନମନ୍ତ୍ରୀ ଜାତୀୟ  ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର  ଭାଟିକାନ ସିଟିର ସେକ୍ରେଟାରୀ ଅଫ ଷ୍ଟେଟ କାର୍ଡିନଲେ ପିଏଟ୍ରୋ ପାରୋଲିନଙ୍କୁ ଭେଟିଥିଲେ ।

ସେପଟେ ମୋଦି ହେଉଛନ୍ତି ପଞ୍ଚମ ଭାରତୀୟ ପ୍ରଧାନମନ୍ତ୍ରୀ ଯିଏ କି ରୋମାନ କ୍ୟାଥୋଲିକ ଚର୍ଚ୍ଚର ମୁଖ୍ୟଙ୍କୁ ଭେଟିଛନ୍ତି । ମୋଦି ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ, ଇନ୍ଦିର ଗାନ୍ଧୀ, ଆଇକେ ଗୁଜରାଲ ଓ ଅଟଳ ବିହାରୀ ବାଜପେୟୀ ତକ୍ରାଳୀନ ପୋପଙ୍କୁ ଭେଟିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା