Masthead

ତେଲେଙ୍ଗାନା ଗସ୍ତରେ ମୋଦି

ତେଲେଙ୍ଗାନା (ବଡ଼ ଖବର ବ୍ୟୁରୋ):  ତେଲେଙ୍ଗାନା- ତାମିଲନାଡ଼ୁ ଗସ୍ତରେ ପ୍ରଧାନମନ୍ତ୍ରୀ । ୨ଟି ବନେ୍ଦ ଭାରତ ଏକ୍ସପ୍ରେସର କରିବେ ଶୁଭାରାମ୍ଭ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୨ଦିନିଆ ଦକ୍ଷିଣ ଭାରତର ତିନୋଟି ରାଜ୍ୟ ଗସ୍ତ କରିବେ। ଏହି ସମୟ ମଧ୍ୟରେ ସେ ରାଜ୍ୟମାନଙ୍କୁ ଅନେକ ଉପହାର ଦେବେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କର୍ଣ୍ଣାଟକ ଯିବେ। ତେବେ କର୍ଣ୍ଣାଟକ ନିର୍ବାଚନ ତାରିଖ ଘୋଷଣା ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ ହେବ। ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି ପ୍ରଥମେ ତେଲଙ୍ଗାନା ଯିବେ। ଶୁକ୍ରବାର ତେଲଙ୍ଗାନାର ସିକନ୍ଦରାବାଦ ରେଳ ଷ୍ଟେଶନରେ ପହଞ୍ଚିବେ।

ସେଠାରୁ ସେ ସିକନ୍ଦରାବାଦ-ତିରୁପତି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ। ଏହାପରେ ହାଇଦ୍ରାବାଦର ପ୍ୟାରେଡ ଗ୍ରାଉଣ୍ଡରେ ଆୟୋଜିତ ଏକ ସାଧାରଣ କାର୍ଯ୍ୟକ୍ରମରେ ଯୋଗଦେବେ। ବିମାନବନ୍ଦରରେ ପହଞ୍ଚି ସେଠାରେ ନୂତନ ଇଣ୍ଟିଗ୍ରେଟେଡ ଟର୍ମିନାଲ ବିଲଡିଂର ଉଦ୍‌ଘାଟନ କରିବେ। ସେଠାରୁ ବାହାରି ଅପରାହ୍ନ ୪ଟାରେ ଏମ୍‌ଜିଆର ଚେନ୍ନାଇ କେନ୍ଦ୍ରୀୟ ରେଳ ଷ୍ଟେଶନରେ ପହଞ୍ଚିବେ। ଯେଉଁଠାରେ ସେ ଚେନ୍ନାଇ-କୋଏମ୍ବାଟୁର ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଅନ୍ୟାନ୍ୟ ପ୍ରକଳ୍ପର ଉଦଘାଟନ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା