Masthead

‘ଡୁପ୍ଲିକେଟ ଚାବି କାହିଁ ତିଆରି ହେଲା’

ଫୁଲବାଣୀ (ବଡ଼ ଖବର ବ୍ୟୁରୋ): ଫୁଲବାଣୀରେ ଗର୍ଜିଲେ ମୋଦି । ଜଗନ୍ନାଥଙ୍କ ରତ୍ନଭଣ୍ଡାରକୁ ନେଇ ବିଜେଡିକୁ କଲେ ଟାର୍ଗେଟ । କହିଛନ୍ତି ଶ୍ରୀମନ୍ଦିର ରତ୍ନଭଣ୍ଡାର ମୂଲ୍ୟାଙ୍କନ ୪୫ ବର୍ଷ ତଳେ ହୋଇଥିଲା। ଭଗବାନ ଜଗନ୍ନାଥଙ୍କ ବିନା ଆମର ଜୀବନ ହିଁ ନାହିଁ। ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ଗଲା ୬ ବର୍ଷ ହେଲାଣି ମିଳୁନି । ଏଭଳି ଅମୂଲ୍ୟ ଭଣ୍ଡାରର ଚାବି ବି ସମ୍ଭାଳି ପାରୁନାହାନ୍ତି ।

ଚାବି କୁଆଡ଼େ ଗଲା, ଆପଣଙ୍କର ଜାଣିବା ଅଧିକାର ଅଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ସେ ଆହୁରି ମଧ୍ୟ କହିଛନ୍ତି ଚାବି ଗଲା, କୁଆଡ଼େ ଗଲା, କାହା ପାଖକୁ ଗଲା । ରାଜ୍ୟ ସରକାର କହୁଛନ୍ତି ଡୁପ୍ଲିକେଟ ଚାବି ମିଳିଛି । ଡୁପ୍ଲିକେଟ ଚାବି କାହିଁକି ତିଆରି ହେଲା । ଡୁପ୍ଲିକେଟ ଚାବିରେ କେହି ଖୋଲୁନଥିଲା ତ, ରତ୍ନ ନେଉନଥିଲା ତ । ଚାବି ହଜିବାଠାରୁ ଡୁପ୍ଲିକେଟ ଚାବି, ଅଧିକ ଗମ୍ଭୀର ବିଷୟ । ରାଜ୍ୟ ସରକାର କାହା ପାପକୁ ଘୋଡ଼ାଉଛନ୍ତି? ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ମର୍ଯ୍ୟାଦା ପ୍ରତିଷ୍ଠା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ