Masthead

ଆସନ୍ତାକାଲି ହିମନ୍ତ, ୨୮ରେ ଶାହ, ୨୯ରେ ମୋଦି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଚାନ୍ଦବାଲି ,କୋରୋଇ ଓ ନିମାପଡାରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ । ସେହିପରି ୨୯ରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଥମ ଦିନିକିଆ ଗସ୍ତରେ ଆସି ବାରିପଦା ଛଉ ପଡିଆରେ ଦିନ ୧୨ଟାରେ ବିଶାଳ ଜନସଭାକୁ ସମ୍ବୋଧିତ କରିବେ । ଏହାପରେ ଦିନ ୩ଟା ୩୦ ବାଲେଶ୍ୱର ସେ ଉଦବୋଧନ ଦେବେ ।

ପରେ କେନ୍ଦ୍ରାପଡାରେ ଜନସଭାରେ ଯୋଗ ଦେବେ । ଏହାସହ ୨୭ରେ ପୁଣି ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ୨୭ରେ ଭଦ୍ରକ ଯାଜପୁର କେନ୍ଦ୍ରାପଡା କାକଟପୁର ଓ ୨୮ରେ ରାଇରଙ୍ଗପୁର ମୋରଡା ସୋର ଜଗତସିଂହପୁରରେ ପ୍ରଚାର କରିବେ । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାଲେଶ୍ୱର ଭଦ୍ରକ ଜଗତସିଂହପୁର କେନ୍ଦ୍ରାପଡା ରେ ୨୭ରୁ ୩୦ ଯାଏଁ ପ୍ରଚାର କରିବେ । ୨୭ ଓ ୨୮ରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କେନ୍ଦ୍ରାପଡା ଓ ଭଦ୍ରକରେ ପ୍ରଚାର କରିବେ । ଏନେଇ ବିଜେପି ରାଜ୍ୟ ସଭାପତି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ