Masthead

‘ମୋଦି-ଶାହା ଆସୁଛନ୍ତି, ଏଥିରେ ବିଚଳିତ ହେବାର କିଛ ନାହିଁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟକୁ ଆଗକୁ ଅମିତ ଶାହା, ମୋଦି ଆସୁଛନ୍ତି। ବିଜେପି କେନ୍ଦ୍ରରେ ସରକାରରେ ଅଛି। ତାଙ୍କ ଦଳୀୟ କାର୍ଯ୍ୟକ୍ରମ ପାଇଁ ସେମାନେ ଆସିବେ। ଏହା ଏକ ସ୍ୱାଭାବିକ ରାଜନୈତିକ ପ୍ରକ୍ରିୟା ବୋଲି କହିଛନ୍ତି ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ । ସେ କହିଛନ୍ତି ଏଥିରେ ବିଚଳିତ ହେବାର କିଛି ନାହିଁ। ଏଭଳି ପ୍ରଶ୍ନ ୧୪ ରେ ପଚାରୁଥିଲେ ।

୧୭ ମଧ୍ୟ ପଚାରିଲେ । ୧୯ ରେ ମଧ୍ୟ ମ୍ୟାଚ ଓଭର ବୋଲି କହିଲେ। ମିଶନ ୧୨୦ ରେ ଜିତିବେ ବୋଲି କହିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଅଛି। ଥରେ ନୁହେଁ ବାରମ୍ବାର ବିଭିନ୍ନ ଫରୋମରେ ଏହା ପ୍ରମାଣିତ ହୋଇଛି । ଆଗକୁ ମଧ୍ୟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର