Masthead

ନମିତା ଅଗ୍ରଓ୍ୱାଲଙ୍କ ଭଜନକୁ ଶେୟାର କଲେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଆସନ୍ତା ୨୨ରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଛି। ଏହାକୁ ନେଇ ସାରା ଦେଶରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ସମସ୍ତେ ରାମଲାଲାଙ୍କ ଆଗମନକୁ ଅପେକ୍ଷା କରିଛନ୍ତି। ଏହି ଅବସରରେ ଓଡ଼ିଶାର ପ୍ରସିଦ୍ଧ କଣ୍ଠଶିଳ୍ପୀ ନମିତା ଅଗ୍ରଓ୍ବାଲ ପ୍ରଭୁ ଶ୍ରୀରାମଙ୍କ ପାଇଁ ଏକ ସୁନ୍ଦର ଭଜନ ଗାଇଛନ୍ତି ।

ସେହି ଭଜନଟି ଏତେ ସୁନ୍ଦର ହୋଇଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେହି ଭିଡିଓକୁ ଏକ୍ସରେ ଶେୟାର କରିଛନ୍ତି। ଭିଡିଓ ଶେୟାର କରି ସେ କହିଛନ୍ତି, ଭାରତର ପ୍ରତ୍ୟେକ କୋଣରେ ପ୍ରଭୁ ଶ୍ରୀ ରାମଙ୍କ ପ୍ରତି ଭକ୍ତି ଅଛି। ପ୍ରତ୍ୟେକ ଭାଷାରେ ମଧ୍ୟ ଆପଣ ତାଙ୍କ ପାଇଁ ଉତ୍ସର୍ଗୀକୃତ ଅନେକ ଭଜନ ପାଇବେ।

ଓଡିଆରେ ଏହିପରି ଗୋଟିଏ ପ୍ରୟାସ ହୋଇଛି। ପ୍ରଧାନମନ୍ତ୍ରୀ ଶେୟାର କରିଥିବା ଭିଡିଓର ଶୀର୍ଷକଟି ହେଉଛି, ଅଯୋଧ୍ୟା ନଗରୀ ନାଚେ ରାମଙ୍କୁ ପାଇ। ଏହା ପରେ ବିଭିନ୍ନ ମହଲେ ନମିତା ଅଗ୍ରଓ୍ୱାଲଙ୍କ ଏହି ଭଜନକୁ ପ୍ରଶଂସା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ