Masthead

ମୋଦି ସରନେମ ମାମଲା, ଅଗଷ୍ଟ ୪କୁ ଘୁଞ୍ଚିଲା ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଦି ସରନେମ ମାମଲା । ସୁପ୍ରିମକୋର୍ଟଙ୍କ ବଡ଼ ଶୁଣାଣି । ଅଗଷ୍ଟ ୪କୁ ଘୁଞ୍ଚିଲା ପରବର୍ତ୍ତୀ ଶୁଣାଣି । ସୁପ୍ରିମକୋର୍ଟ ଗୁଜୁରାଟ କୋର୍ଟକୁ ଜାରି କଲେ ନୋଟିସ । ଅଭିଯୋକାରୀ ପୂର୍ଣ୍ଣେଶ ମୋଦିଙ୍କୁ ବି ଜାରି କଲେ ନୋଟିସ ।ରାହୁଲ ଗାନ୍ଧୀଙ୍କ ପାଇଁ ହାଜର ହୋଇଥିବା ବରିଷ୍ଠ ଓକିଲ ଅଭିଷେକ ସିଂଘବି ଜୁଲାଇ ୧୮ରେ ଏହି ବିଷୟରେ ଉଲ୍ଲେଖ କରିଥିଲେ ଏବଂ ଏହି ପିଟିସନର ଜରୁରୀ ଶୁଣାଣି ପାଇଁ ଆବେଦନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ