Masthead

ମୋଦି ସରନେମ ମାମଲା, ଅଗଷ୍ଟ ୪କୁ ଘୁଞ୍ଚିଲା ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଦି ସରନେମ ମାମଲା । ସୁପ୍ରିମକୋର୍ଟଙ୍କ ବଡ଼ ଶୁଣାଣି । ଅଗଷ୍ଟ ୪କୁ ଘୁଞ୍ଚିଲା ପରବର୍ତ୍ତୀ ଶୁଣାଣି । ସୁପ୍ରିମକୋର୍ଟ ଗୁଜୁରାଟ କୋର୍ଟକୁ ଜାରି କଲେ ନୋଟିସ । ଅଭିଯୋକାରୀ ପୂର୍ଣ୍ଣେଶ ମୋଦିଙ୍କୁ ବି ଜାରି କଲେ ନୋଟିସ ।ରାହୁଲ ଗାନ୍ଧୀଙ୍କ ପାଇଁ ହାଜର ହୋଇଥିବା ବରିଷ୍ଠ ଓକିଲ ଅଭିଷେକ ସିଂଘବି ଜୁଲାଇ ୧୮ରେ ଏହି ବିଷୟରେ ଉଲ୍ଲେଖ କରିଥିଲେ ଏବଂ ଏହି ପିଟିସନର ଜରୁରୀ ଶୁଣାଣି ପାଇଁ ଆବେଦନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼