Masthead

ଫେରିବକି ରାହୁଲଙ୍କ ସଦସ୍ୟ ପଦ, ଆଜି ଆସିବ ରାୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ସଦସ୍ୟ ପଦ ଫେରିବ କି ନାହିଁ ଆଜି ଆସିବ ରାୟ । ରାୟ ଶୁଣାଇବେ ସୁରଟ ସେସନ୍ସ କୋର୍ଟ । ମୋଦି ସରନେମ ମାମଲାରେ ରାହୁଲ ଗାନ୍ଧିଙ୍କୁ ଦଣ୍ଡାଦେଶ ପ୍ରସଙ୍ଗରେ ଆଜି ଶୁଣାଣି ହେବ । ଗତ ୧୩ ତାରିଖରେ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ କୋର୍ଟ ।

୨୦୧୯ ଏପ୍ରିଲରେ କର୍ଣ୍ଣାଟକରେ ମୋଦି ସରନେମକୁ ନେଇ ବିବାଦୀୟ ବୟାନ ପରେ ରାହୁଲଙ୍କ ବିରୋଧରେ ଦାୟର ହୋଇଥିଲା ମାନହାନି ମାମଲା । ସୁରଟ କୋର୍ଟ ରାହୁଲଙ୍କୁ ୨ ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ । ପରେ ରାହୁଲଙ୍କ ସାଂସଦ ପଦ ରଦ୍ଦ କରିଥିଲେ ଲୋକସଭା ବାଚସ୍ପତି । ସିଜେଏମ କୋର୍ଟଙ୍କ ରାୟକୁ ସୁରଟର ସେସନ୍ସ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ରାହୁଲ ଗାନ୍ଧୀ । ରାୟ ଉପରେ ରୋକ ଲଗାଇବାକୁ ଆବେଦନ କରିଛନ୍ତି ରାହୁଲ । ତେବେ ଆଜି ଏହାର ଶୁଣାଣି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ