Masthead

‘କ୍ଷମା ମାଗୁନି ଅର୍ଥ ଅହଙ୍କାରୀ ନୁହେଁ’

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୋଦି ସରନେମ୍‌ ସହ ଜଡ଼ିତ ମାନହାନି ମାମଲାରେ ସୁପ୍ରିମକୋର୍ଟରେ ଜବାବ ଦାଖଲ କରିଛନ୍ତି। ତାଙ୍କ ଆବେଦନ ଉପରେ ଅଗଷ୍ଟ ୪ରେ ହେବ ଶୁଣାଣି । ଏହା ପୂର୍ବରୁ ସେ ସୁପ୍ରିମ୍‌କୋର୍ଟଙ୍କୁ କହିଛନ୍ତି ଯେ, ମୁଁ ଏହି ଅପରାଧରେ ଦୋଷୀ ନୁହେଁ। ତେଣୁ ଦଣ୍ଡ ଉପରେ ରୋକ ଲଗାଯାଉ। ଯଦି କ୍ଷମା ମାଗିବା ଏବଂ ଦଣ୍ଡ ହ୍ରାସ କରିବାର ଥିଲା, ତେବେ ମୁଁ ବହୁତ ଦିନ ପୂର୍ବରୁ କରିପାରିଥା’ନ୍ତି।

ଅଭିଯୋଗକାରୀ ବିଜେପିର ପୂର୍ଣ୍ଣେଶ ମୋଦି ନିଜେ ମୋଦି ସମ୍ପ୍ରଦାୟର ନୁହନ୍ତି। କ୍ଷମା ମାଗି ନ ଥିବାରୁ ମୋତେ ଅହଂକାରୀ କହିବା ଭୁଲ୍‌। ପୂର୍ଣ୍ଣେଶ ମୋଦି ସରନେମ ମାମଲାରେ ଜୁଲାଇ ୩୧ରେ ସୁପ୍ରିମ୍‌କୋର୍ଟରେ ଏକ ଜବାବ ଦାଖଲ କରିଥିଲେ। ପୂର୍ଣ୍ଣେଶ ମୋଦି ସୁପ୍ରିମ୍‌କୋର୍ଟରେ ଦେଇଥିବା ଜବାବରେ ରାହୁଲ କ୍ଷମା ମାଗିବାକୁ ମନା କରିବାରୁ ‘ଅହଂକାରୀ’ ଶବ୍ଦ ବ୍ୟବହାର କରିଛନ୍ତି। ରାହୁଲଙ୍କୁ ଆଶ୍ୱସ୍ତି ଦେବା ପାଇଁ କୌଣସି ଆଧାର ନାହିଁ ବୋଲି ପୂର୍ଣ୍ଣେଶ ମୋଦି କହିଛନ୍ତି। ତାଙ୍କର ଆଚରଣ ଗର୍ବରେ ପରିପୂର୍ଣ୍ଣ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ଅପରେସନ ସିନ୍ଦୂର ଜାରି ରହିଛି : ଅନିଲ ଚୌହାନ 🔴 ବାଂଲାଦେଶରେ ‘ତାଲିବାନି ଯୁଗ’ 🔴 ଜାମ୍ମୁ-କାଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଜଣେ ଯବାନଙ୍କ ମୃତ୍ୟୁ ସମେତ ୨ଯବାନ ଆହତ 🔴 ଓଡ଼ିଶା ହେବ ଟେକ୍ସଟାଇଲ ହବ୍ 🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ 🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ଅପରେସନ ସିନ୍ଦୂର ଜାରି ରହିଛି : ଅନିଲ ଚୌହାନ 🔴 ବାଂଲାଦେଶରେ ‘ତାଲିବାନି ଯୁଗ’ 🔴 ଜାମ୍ମୁ-କାଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଜଣେ ଯବାନଙ୍କ ମୃତ୍ୟୁ ସମେତ ୨ଯବାନ ଆହତ 🔴 ଓଡ଼ିଶା ହେବ ଟେକ୍ସଟାଇଲ ହବ୍ 🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ