Masthead

କୃଷକଙ୍କ ପାଇଁ କିଷାନ ନିଧି କିସ୍ତି ରିଲିଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ୭୧ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେପଟେ ପ୍ରଧାନମନ୍ତ୍ରୀ ଆଜି ତାଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି।ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ଠିକ ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।

ସୋମବାର ପ୍ରଧାନମନ୍ତ୍ରୀ କିଷାନ ନିଧି ୧୭ତମ କିସ୍ତି ରିଲିଜ୍‌ କରିବା ପାଇଁ ପିଏମ ମୋଦି ଏକ ଫାଇଲରେ ଦସ୍ତଖତ କରିଛନ୍ତି। ଏହାଦ୍ୱାରା ୯.୩ କୋଟି ଚାଷୀଙ୍କୁ ଉପକୃତ ହେବେ ଏବଂ ପ୍ରାୟ ୨୦ ହଜାର କୋଟି ଟଙ୍କା ବଣ୍ଟନ କରାଯିବ। ଫାଇଲରେ ଦସ୍ତଖତ କରିବା ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ସେ କୃଷକଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧ। କୃଷକଙ୍କ କଲ୍ୟାଣ ପାଇଁ ଆମେ ଯଥାସମ୍ଭବ କାର୍ଯ୍ୟ କରିବାକୁ ଚାହୁଁଛୁ। ଆମ ସରକାର କ୍ରମାଗତ ଭାବରେ ଏହା ଉପରେ କାର୍ଯ୍ୟ କରୁଛନ୍ତି ଏବଂ ଏହା ଆଗକୁ ମଧ୍ୟ ଜାରି ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି