Masthead

ଗୋଧ୍ରା ହିଂସାକାଣ୍ଡରେ ମୋ ଛବିକୁ ଖରାପ କରାଯାଇଛି: ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗୋଧ୍ରା ହିଂସାକାଣ୍ଡକୁ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ । କହିଛନ୍ତି ମୋ ଛବିକୁ ଖରାପ କରାଯାଇଛଇ । ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ମୋଦି କହିଛନ୍ତି, ୨୦୦୨ ଗୋଧ୍ରା ହିଂସାକାଣ୍ଡ ପରେ କିଛି ଲୋକ ମୁସଲିମ ସଂପ୍ରଦାୟ ଭିତରେ ତାଙ୍କ ଛବିକୁ ଖରାପ କରିଦେଇଥିଲେ । ସେତେବେଳେ ମୁସମଲମାନଙ୍କୁ ନେଇ ତାଙ୍କର ଯେଉଁ ଛବି ତିଆରି ହୋଇଥିଲା, ଏବେ ତାହା ଭୁଲ ପ୍ରମାଣିତ ହୋଇଛି ।

ସେ ଆହୁରି କହିଛନ୍ତି, ଅନେକ ହୁଏତ ଜାଣନ୍ତି ନାହିଁ ଯେ ଆମ ଘରେ ଇଦ ବେଳେ ରୋଷେଇ ହୁଏ ନାହିଁ । କାରଣ ପଡ଼ୋଶୀ ମୁସଲିମ ପରିବାର ଆମ ଘରକୁ ଆସି ସୁସ୍ବାଦୁ ଖାଦ୍ୟ ଦେଇଯାଆନ୍ତି । ମୁଁ କେବେ ବି ଜାତି-ଧର୍ମ ଆଧାରରେ କାମ କରି ନାହିଁ । ଦେଶବାସୀଙ୍କୁ ଗୋଟିଏ ଦୃଷ୍ଟିରେ ଦେଖେ । ଏବେ ତାଙ୍କୁ ନେଇ ମୁସଲମାନଙ୍କ ଚିନ୍ତାଧାରାରେ ପରିବର୍ତ୍ତନ ଆସିଛି । ଅନେକ ମୁସଲମାନ ତାଙ୍କୁ ବହୁତ ଭଲ ପାଉଛନ୍ତି, ତାଙ୍କ ପାଇଁ ସବୁ କିଛି ଉତ୍ସର୍ଗ କରିବା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ