Masthead

ମୋଦିଙ୍କ ମୁହଁରେ ଇସାକଙ୍କ ପ୍ରଂଶସା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନ କି ବାତରେ ଦେଶବାସୀଙ୍କୁ ମନର କଥା କହିଲେ ପ୍ରଧାନମନ୍ତ୍ରୀ । ସୋସିଆଲ ମିଡ଼ିଆରେ ଭାରତୀୟ ଅଲିମ୍ପିକ ଟିମକୁ ପ୍ରଶଂସା ପାଇଁ ପରାମର୍ଶ । କାଲି କାରଗିଲ ବିଜୟ ଦିବସରେ ମୋଦିଙ୍କ ଉଦବୋଧନ । ଭାରତୀୟ ସେନାର ବୀରତ୍ୱ ଓ ଶୃଙ୍ଖଳାକୁ ପ୍ରଧାନମନ୍ତ୍ରୀଙ୍କ ସଲାମ୍ ।

ସେପଟେ ମନ କି ବାତରେ ସମ୍ବଲପୁର ଇଷାକ ମୁଣ୍ଡାଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀ । ଜଣେ ଶ୍ରମିକ ଭାବେ କାମ କରୁଥିବା ଇଷାକ ଆଜି ୟୁଟ୍ୟୁବର, ୟୁଟୁବରରେ ସେ ବିଶେଷ କରି ଓଡ଼ିଶାର ପଖାଳ ନେଇ ଭିଡ଼ିଓ କରିଥିଲେ । ଯାହା ଅନ୍ୟ ସମସ୍ତ ପ୍ରକାର ଖାଦ୍ୟ ବ୍ୟଞ୍ଜନ ଠାରୁ ଅଲଗା ଅନୁଭବ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ