ମୋଦିଙ୍କ ମୁହଁରେ ଇସାକଙ୍କ ପ୍ରଂଶସା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନ କି ବାତରେ ଦେଶବାସୀଙ୍କୁ ମନର କଥା କହିଲେ ପ୍ରଧାନମନ୍ତ୍ରୀ । ସୋସିଆଲ ମିଡ଼ିଆରେ ଭାରତୀୟ ଅଲିମ୍ପିକ ଟିମକୁ ପ୍ରଶଂସା ପାଇଁ ପରାମର୍ଶ । କାଲି କାରଗିଲ ବିଜୟ ଦିବସରେ ମୋଦିଙ୍କ ଉଦବୋଧନ । ଭାରତୀୟ ସେନାର ବୀରତ୍ୱ ଓ ଶୃଙ୍ଖଳାକୁ ପ୍ରଧାନମନ୍ତ୍ରୀଙ୍କ ସଲାମ୍ ।

ସେପଟେ ମନ କି ବାତରେ ସମ୍ବଲପୁର ଇଷାକ ମୁଣ୍ଡାଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀ । ଜଣେ ଶ୍ରମିକ ଭାବେ କାମ କରୁଥିବା ଇଷାକ ଆଜି ୟୁଟ୍ୟୁବର, ୟୁଟୁବରରେ ସେ ବିଶେଷ କରି ଓଡ଼ିଶାର ପଖାଳ ନେଇ ଭିଡ଼ିଓ କରିଥିଲେ । ଯାହା ଅନ୍ୟ ସମସ୍ତ ପ୍ରକାର ଖାଦ୍ୟ ବ୍ୟଞ୍ଜନ ଠାରୁ ଅଲଗା ଅନୁଭବ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ