Masthead

ଜବତକ୍ ଦବାଇ ନେହି ତବତକ୍ ଢ଼ିଲାଇ ନେହି’

ନୂଆଦିଲ୍ଲୀ (ବଡ଼ କବର ବ୍ୟୁରୋ): ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କରୋନାର ମୁକାବିଲା ଲାଗି କେନ୍ଦ୍ର ସରକାର ନେଉଛନ୍ତି ପଦକ୍ଷେପ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କରୋନା ବିରୋଧରେ ଜନଆନ୍ଦୋଳନ ଡାକରା ଦେଇଛନ୍ତି । ‘ଜବତକ ଦବାଇ ନେହି ତବତକ ଢ଼ିଲାଇ ନେହି’ ନାରା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଅକ୍ଟୋବରରେ ଆରମ୍ଭ ହେବାକୁ ଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ସେ ଜନଆନ୍ଦୋଳନ ଡାକରା ଦେଇଛନ୍ତି । ଆଜି ଟ୍ୱିଟ୍ କରିଛନ୍ତି ପ୍ରଧାନମନ୍ତ୍ରୀ ଦର୍ଶାଇଛନ୍ତି ଯେ ଭାରତର କରୋନା ମୁକାବିଲା ଅନ୍ୟମାନଙ୍କ ଲାଗି ଉଦାହରଣ । ମାସ୍ମ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ବଜାୟ ରଖିବା ପାଇଁ ସେ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା