Masthead

ଜବତକ୍ ଦବାଇ ନେହି ତବତକ୍ ଢ଼ିଲାଇ ନେହି’

ନୂଆଦିଲ୍ଲୀ (ବଡ଼ କବର ବ୍ୟୁରୋ): ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କରୋନାର ମୁକାବିଲା ଲାଗି କେନ୍ଦ୍ର ସରକାର ନେଉଛନ୍ତି ପଦକ୍ଷେପ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କରୋନା ବିରୋଧରେ ଜନଆନ୍ଦୋଳନ ଡାକରା ଦେଇଛନ୍ତି । ‘ଜବତକ ଦବାଇ ନେହି ତବତକ ଢ଼ିଲାଇ ନେହି’ ନାରା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଅକ୍ଟୋବରରେ ଆରମ୍ଭ ହେବାକୁ ଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ସେ ଜନଆନ୍ଦୋଳନ ଡାକରା ଦେଇଛନ୍ତି । ଆଜି ଟ୍ୱିଟ୍ କରିଛନ୍ତି ପ୍ରଧାନମନ୍ତ୍ରୀ ଦର୍ଶାଇଛନ୍ତି ଯେ ଭାରତର କରୋନା ମୁକାବିଲା ଅନ୍ୟମାନଙ୍କ ଲାଗି ଉଦାହରଣ । ମାସ୍ମ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ବଜାୟ ରଖିବା ପାଇଁ ସେ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା