Masthead

ମନମୋହନଙ୍କ ପାଇଁ ଟ୍ୱିଟ୍ କରି ଆଶୁ ଆରୋଗ୍ୟ କାମନା କଲେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):    ଗତ କାଲିଠୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ । ଦୁର୍ବଳ ଓ ଜ୍ୱର ପାଇଁ ଗତକାଲିଠୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତ କରାଯାଇଥିଲା । ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ସୂଚନା ମିଳିଛି । ମନମୋହନ ସିଂଙ୍କୁ ଦେଖିବା ପାଇଁ ଦେଶର ସ୍ୱସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଯାଇଛନ୍ତି । ତାଙ୍କୁ ଦେଖିବା ସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ଡାକ୍ତରୀ ଟିମ ସହ କଥା ହୋଇଛନ୍ତି ।

ସେପଟେ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ କରି ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନା ଅନୁସାରେ, ଚଳିତ ବର୍ଷ ଆରମ୍ଭରେ ଶ୍ରୀ ସିଂହ କରୋନାରେ ଆକ୍ରାନ୍ତ ହୋଇଥିଲେ । ତେବେ ଏହି ସମୟରେ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଆଉ ହଠାତ ଗତକାଲି ତାଙ୍କ ସ୍ୱାସ୍ଥ୍ୟ ବିଗିଡିଥିଲା । ଏଥିପାଇଁ ତାଙ୍କୁ ତୁରନ୍ତ ଏମ୍ସରେ ଭର୍ତ୍ତି କରାଯାଇଥିଲା । ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ତିର ଥିବା ନେଇ ଏମ୍ସ ଡାକ୍ତରଙ୍କ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି