Masthead

ନ୍ୟୁୟର୍କରେ UNGA ର ୭୬ତମ ଅଧିବେଶନକୁ ସମ୍ବୋଧିତ କରିବେ ମୋଦି

ବଡ଼ ଖବର ବ୍ୟୁରୋ: ଆମେରିକା ହ୍ୱାଇଟ ହାଉସରେ ଅନୁଷ୍ଠିତ କ୍ୱାଡ ଦେଶ ବୈଠକରେ ଯୋଗଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟୁୟର୍କରେ ପହଞ୍ଚିଛନ୍ତି । ଏଠାରେ ମିଳିତ ଜାତିସଂଘ ସାଧାରଣ ସଭାର ୭୬ତମ ଅଧିବେଶନକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅଧିବେଶନ ଭାରତ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର । କାହିଁକିନା ଭାରତ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଅଧ୍ୟକ୍ଷ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅଧିବେଶନକୁ ସମ୍ବୋଧିକ କରିବେ । ଏଭଳି ପରିସ୍ଥିତିରେ ଭାରତ ବିଶ୍ୱର ସମସ୍ତ ଦେଶ ଆଗରେ ଦୃଢ ଭାବରେ ନିଜର ମତ ରଖିପାରିବ ।

 ଅନ୍ୟପଟେ ଆଜି ସନ୍ଧ୍ୟା ୬.୩୦ରେ ଜାତିସଂଘ ସାଧାରଣ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ଭାଷଣ ଦେବେ ବୋଲି ସୂଚନା ମିଳିଛି । ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରାଳୟର ମୁଖପାତ୍ର ଅରିନ୍ଦମ ବାଗ୍‌ଚି ମଧ୍ୟ ଟୁଇଟ୍‌ କରି ଲେଖିଛନ୍ତି, ଧନ୍ୟବାଦ ୱାସିଂଟନ୍‌! ନ୍ୟୁୟର୍କ ଅଭିମୁଖେ ବାହାରିଛୁ। ଐତିହାସିକ ‘କ୍ବାଡ୍‌ ନେତାଙ୍କ ଶିଖର ସମ୍ମିଳନୀ’ ଏବଂ ଯୁକ୍ତରାଷ୍ଟ୍ର ଆମେରିକା, ଅଷ୍ଟ୍ରେଲିଆ ଏବଂ ଜାପାନ ସହ ଦ୍ବିପାକ୍ଷିକ ଆଲୋଚନା ପରେ ପ୍ରଧାନମନ୍ତ୍ରୀ ନ୍ୟୁୟର୍କ ଗସ୍ତ ଆରମ୍ଭ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା