Masthead

ନାଇଡୁଙ୍କ ଶପଥ ଗ୍ରହଣରେ ଯୋଗ ଦେବେ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୨ ତାରିଖରେ ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ସେଥିପାଇଁ ଜୋରସୋରରେ ଚାଲିଛି ପ୍ରସ୍ତୁତି । ତେବେ ନାଇଡୁଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇପାରନ୍ତି ବୋଲି ଜଣାପଡ଼ିଛି ।

ମୋଦିଙ୍କ ସମେତ ରାଜ୍ୟପାଳ ଏସ୍. ଅବଦୁଲ ନଜିର ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ନାଇଡୁଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ ବୋଲି ମୁଖ୍ୟଶାସନ ସଚିବ ନୀରବ କୁମାର ପ୍ରସାଦ ସୂଚନା ଦେଇଛନ୍ତି । ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଗନ୍ନାଭରମ ବିମାନବନ୍ଦର ନିକଟ କେଶରପଲ୍ଲୀ ଆଇଟି ପାର୍କରେ ନାଇଡ଼ୁ ଶପଥ ନେବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ