Masthead

ନାଇଡୁଙ୍କ ଶପଥ ଗ୍ରହଣରେ ଯୋଗ ଦେବେ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୨ ତାରିଖରେ ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ସେଥିପାଇଁ ଜୋରସୋରରେ ଚାଲିଛି ପ୍ରସ୍ତୁତି । ତେବେ ନାଇଡୁଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇପାରନ୍ତି ବୋଲି ଜଣାପଡ଼ିଛି ।

ମୋଦିଙ୍କ ସମେତ ରାଜ୍ୟପାଳ ଏସ୍. ଅବଦୁଲ ନଜିର ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ନାଇଡୁଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ ବୋଲି ମୁଖ୍ୟଶାସନ ସଚିବ ନୀରବ କୁମାର ପ୍ରସାଦ ସୂଚନା ଦେଇଛନ୍ତି । ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଗନ୍ନାଭରମ ବିମାନବନ୍ଦର ନିକଟ କେଶରପଲ୍ଲୀ ଆଇଟି ପାର୍କରେ ନାଇଡ଼ୁ ଶପଥ ନେବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା