ଟିକା ନେବେ ମୋଦୀ

ନୂଆଦିଲ୍ଲୀ (ବଡ଼ ଖବର): କରୋନା ଟିକାକରଣକୁ ନେଇ ବଡ଼ ଖବର । ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା ନେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଦେଶର ଅନ୍ୟ ବଡ଼ ଚେହେରା ଗୃହମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ ମନ୍ତ୍ରିମଣ୍ଡଳର ସଦସ୍ୟ ମଧ୍ୟ ଟିକା ନେବେ । ମୁଖ୍ୟମନ୍ତ୍ରୀଙ୍କ ବୈଠକ ପରେ ଏଭଳି ସଙ୍କେତ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଟିକାରଣକୁ ନେଇ ଗୁରୁବାର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୋଦୀ । ଦ୍ୱିତୀୟ ପର୍ଯ୍ୟାୟରେ ୫୦ରୁ ଉଦ୍ଧ୍ୱର୍ ବୟସର ଲୋକଙ୍କୁ ଟିକା ଦିଆଯିବ । ତାଙ୍କ ସହିତ ସବୁ ରାଜ୍ୟରେ ବିଧାୟକ ଓ ସାଂସଦମାନେ ମଧ୍ୟ ଟିକା ନେବେ ବୋଲି ସୂଚନା ମିଳିଛି । ତେବେ କେବେ ଏହି ଟିକାକରଣ ହେବ ତାହା ବର୍ତ୍ତମାନ ସ୍ପଷ୍ଟ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ