Masthead

ଦେଶବାସୀଙ୍କୁ ୪୧ ହଜାର କୋଟିର ଭେଟି ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦେଶବସୀଙ୍କୁ ଭେଟି । ଆଜି ୪୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରାୟ ୨୦୦୦ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ଏବଂ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୪୧,୦୦୦କୋଟିରୁ ଅଧିକ ମୂଲ୍ୟର ପ୍ରାୟ ଦୁଇ ହଜାର ରେଳ ଏବଂ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଦେଶକୁ ଉତ୍ସର୍ଗ କରିବେ।

ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ୫୫୩ ରେଳ ଷ୍ଟେସନର ପୁନଃନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରୁ ୫୩୩ରେଳ ଷ୍ଟେସନ ଚୟନ କରାଯାଇଛି। ୧୯,୦୦୦ କୋଟିରୁ ଅଧିକ ମୂଲ୍ୟରେ ଏହି ଷ୍ଟେସନଗୁଡ଼ିକର ପୁନଃନିର୍ମାଣ କରାଯିବ। ଷ୍ଟେସନରେ ଯାତ୍ରୀମାନଙ୍କୁ ଆଧୁନିକ ସୁବିଧା ଯୋଗାଇ ଦିଆଯିବ। ଷ୍ଟେସନ କୋଠାଗୁଡ଼ିକର ଡିଜାଇନ ସ୍ଥାନୀୟ ସଂସ୍କୃତି, ଐତିହ୍ୟ ଏବଂ ସ୍ଥାପତ୍ୟ ଦ୍ୱାରା ଅନୁପ୍ରାଣିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା