Masthead

ଜି ୨୦ ଶିଖର ସମ୍ମିଳନୀରେ କାର୍ଯ୍ୟରତ ଥିବା ୪୫୦ ଜଣ ପୋଲିସ କର୍ମୀଙ୍କ ସହ ଡିନର କରିବେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ)ଦିଲ୍ଲୀରେ ଆୟୋଜିତ ହୋଇଥିବା ଜି-୨୦ ସମ୍ମିଳନୀ ସଫଳତାପୂର୍ବକ ଶେଷ ହୋଇଛି । ଏହି ଜି-୨୦ ସମ୍ମିଳନୀକୁ ଶାନ୍ତି ଶୃଙ୍ଖଳା ସମାପ୍ତ କରିବା ପାଇଁ ରହିଥିଲା ସ୍ୱତନ୍ତ୍ର ଆଇନ ବ୍ୟବସ୍ଥା ଏବଂ ସୁରକ୍ଷା । ଯେଉଁଥିପାଇଁ ଦିନ ରାତି ଅକ୍ଳାନ୍ତ ପାରିଶ୍ରମ କରିଥିଲେ ଦିଲ୍ଲୀର ପୋଲିସ କର୍ମୀ । ସେମାନଙ୍କର ସଚ୍ଚୋଟ କାମ ଦେଖି ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି କରିଛନ୍ତି ଏକ ଘୋଷଣା ।

ପାଖାପାଖି ୪୫୦ ଜଣ ପୋଲିସ କର୍ମୀଙ୍କ ସହ ଡିନର କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଡିନର କାର୍ଯ୍ୟକ୍ରମ ପାଇଁ ଦିଲ୍ଲୀ ପୋଲିସ କମିଶନର ସଞ୍ଜୟ ଆରୋରାଙ୍କୁ କନେଷ୍ଟବଲ ଠାରୁ ଆରମ୍ଭ କରି ଇନ୍ସପେକ୍ଟର ଯେଉଁମାନେ ଜି ୨୦ ସମ୍ମିଳନୀରେ କାର୍ଯ୍ୟରତ ଥିଲେ ସେମାନଙ୍କ ନାମ ତାଲିକା ମାଗିଛନ୍ତି ମୋଦି । ତେବେ ଏହି ଡିନର କାର୍ଯ୍ୟକ୍ରମ ଏହି ସପ୍ତାହ ଭିତରେ ହେବ ବୋଲି ସୂଚନା ମିଳିଛି, କିନ୍ତୁ କେବେ ହେବ ତାର ତାରିଖ ଘୋଷଣା କରାଯାଇନାହିଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା