Masthead

ଆଜି ମୋଦିଙ୍କ ମାରାଥନ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଶେଷ ହେଇସାରିଛି ନିର୍ବାଚନ ପ୍ରଚାର । ଇଭିଏମରେ ସିଲ୍ ହେଇସାରିଛି ପ୍ରାର୍ଥୀଙ୍କ ଭାଗ୍ୟ । ଆଉ ପ୍ରଚାର ଅଭିଯାନ ଶେଷ ହେବା ପରେ ପୁଣିଥରେ ଆକ୍ସନ ମୋଡକୁ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୧୦୦ ଦିନର ଏଜେଣ୍ଡା ନେଇ ପ୍ରଧାନମନ୍ତ୍ରୀ କରିବେ ସମୀକ୍ଷା ବୈଠକ । ଆଜି ୭ଟି ପ୍ରସଙ୍ଗରେ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦି ।

ପ୍ରଥମେ ବାତ୍ୟା ପରବର୍ତ୍ତୀ ସ୍ଥିତି ପ୍ରସଙ୍ଗରେ ଆଲୋଚନା ହେବ । ଦେଶରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ନେଇ ଆଲୋଚନା ମଧ୍ୟ କରିବେ । ବିଶ୍ବ ପରିବେଶ ଦିବସ ପାଳନ ନେଇ ମଧ୍ୟ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ । ନୂଆ ସରକାରରେ ୧୦୦ ଦିନର ଏଜେଣ୍ଡା ଉପରେ ବୈଠକ ହେବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ