Masthead

କ୍ୟାବିନେଟ ବୈଠକରେ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୋଦୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ବଢ଼ୁଥିବା କୋଭିଡ଼ ସ୍ଥିତିର ଆଜି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କରୋନା ଭାଇରସ ବିରୋଧରେ କେଉଁ କେଉଁ ପଦକ୍ଷେପ ଗ୍ରହଣ କରିହେବ ସେ ନେଇ ଆଜି ହେବାକୁ ଥିବା କ୍ୟାବିନେଟ ବୈଠକର ଅଧ୍ୟକ୍ଷତା କରିବେ ମୋଦୀ । ଆଜି ଦିନ ପ୍ରାୟ ୧୧ଟା ବେଳକୁ ଏହି ବୈଠକ ବିସବା ନେଇ ଯୋଜନା କରାଯାଇଛି । ଏହି ବୈଠକରେ ମହାମାରୀକୁ ରୋକିବା ପାଇଁ କିଛି କଠୋର ଆଭିମୁଖ୍ୟ ମଧ୍ୟ ଗ୍ରହଣ କରାଯିବାର ସମ୍ଭାବନା ରହିଛି ।

ଭିଡିଓ କନଫରେନସିଙ୍ଗ ଜରିଆରେ ଏହି ବୈଠକ ବସିବ । ସେହିପରି ଗୁରୁବାର ମଧ୍ୟ ଚିଫ ଅଫ ଆର୍ମି ଷ୍ଟାଫ ଜେନେରାଲ ଏମଏମ ନରୱଣେଙ୍କୁ ଭେଟି କୋଭିଡ଼ ସ୍ଥିତିର ପ୍ରସ୍ତୁତି ଓ ସେନାବାହିନୀର ପଦକ୍ଷେପ କଥା ସମୀକ୍ଷା କରିଥିଲେ ମୋଦୀ । ଦେଶରେ ଚାଲିଥିବା କରୋନାର ଦ୍ୱିତୀୟ ଲହର ପରିଚାଳନା ପାଇଁ ମୋଦୀ ଏହା ମଧ୍ୟରେ ୨୧ଟି ଆନୁଷ୍ଠାନିକ ବୈଠକରେ ଯୋଗ ଦେଇ ସାରିଛନ୍ତି ।ଆଉ ସେଥିମଧ୍ୟରୁ ଅଧିକାଂଶ ବୈଠକ ଗତ ସପ୍ତାହରେ ହିଁ ବସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା