Masthead

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ମୋଦିଙ୍କ ସନ୍ଦେଶ, ଆଜିଠାରୁ ୧୧ ଦିନ ପର୍ଯ୍ୟନ୍ତ କରିବେ ସ୍ୱତନ୍ତ୍ର ରୀତିନୀତି

ଅଯୋଧ୍ୟା (ବଡ଼ ଖବର ବ୍ୟୁରୋ): ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପୁର୍ବରୁ ଦେଶବାଶୀଙ୍କୁ ଅଡିଓ ସନ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ଆଉ ୧୧ ଦିନ ରହିଲା । ମୋର ସୌଭାଗ୍ୟ, ମୁଁ ଏହି ପୁଣ୍ୟ ଅବସରରେ ଉପସ୍ଥିତି ରହିବି । ଏହି ଅବସରରେ ଦେଶବାସୀଙ୍କ ପ୍ରତିନିଧିତ୍ବ କରିବାକୁ ପ୍ରଭୁ ମୋତେ ସୃଷ୍ଟି କରିଛନ୍ତି । ଏହାକୁ ଦୃଷ୍ଟିରେ ରଖି ଆଜିଠୁ ୧୧ ଦିନ ଲାଗି ଏକ ବିଶେଷ ଅନୁଷ୍ଠାନ ଆରମ୍ଭ କରୁଛି । ଏଥିଲାଗି ମୁଁ ଆପଣ ସମସ୍ତଙ୍କ ଠାରୁ ଆଶୀର୍ବାଦ ଭିକ୍ଷା କରୁଛି । ଏଭଳି ମୁହୂର୍ତ୍ତରେ ନିଜ ଭାବନାକୁ ଶଦ୍ଦରେ ପ୍ରକାଶ କରିବା କଷ୍ଟସାଧ୍ୟ, କିନ୍ତୁ ମୁଁ ମୋ ପକ୍ଷରୁ ଏକ ପ୍ରୟାସ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ