Masthead

୮ ନୁହେଁ ୯ ତାରିଖ ସନ୍ଧ୍ୟାରେ ଶପଥ ନେବେ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ମୋଦି ୩.୦ । ଆସନ୍ତା ୯ ତାରିଖ ସନ୍ଧ୍ୟା ୬ଟାରେ ଶପଥ ନେବେ ମୋଦି । ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ଶପଥ ନେବେ । ମୋଦିଙ୍କ ଶପଥ ନେବା ନେଇ ଜାତୀୟ ଗଣମାଧ୍ୟମରେ ସୂଚନା ।

ପୂର୍ବରୁ ଜୁନ୍ ୮ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ମୋଦି ଶପଥ ନେବେ ବୋଲି ଚର୍ଚ୍ଚା ହେଉଥିଲା । ତେବେ ପ୍ରଧାନମନ୍ତ୍ରୀ ଭାବେ ମୋଦି କେବେ ଶପଥ ନେବେ ସେନେଇ ବିଧିବଦ୍ଧ ଭାବେ କୌଣସି ସୂଚନା ମିଳିନାହିଁ ।ଚଳିତ ନିର୍ବାଚନରେ ବିଜେପି ସବୁଠୁ ବଡ ଦଳ ଭାବେ ଉଭା ହୋଇଛି । ୨୪୦ ଆସନ ହାତେଇଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ