Masthead

୮ ନୁହେଁ ୯ ତାରିଖ ସନ୍ଧ୍ୟାରେ ଶପଥ ନେବେ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ମୋଦି ୩.୦ । ଆସନ୍ତା ୯ ତାରିଖ ସନ୍ଧ୍ୟା ୬ଟାରେ ଶପଥ ନେବେ ମୋଦି । ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ଶପଥ ନେବେ । ମୋଦିଙ୍କ ଶପଥ ନେବା ନେଇ ଜାତୀୟ ଗଣମାଧ୍ୟମରେ ସୂଚନା ।

ପୂର୍ବରୁ ଜୁନ୍ ୮ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ମୋଦି ଶପଥ ନେବେ ବୋଲି ଚର୍ଚ୍ଚା ହେଉଥିଲା । ତେବେ ପ୍ରଧାନମନ୍ତ୍ରୀ ଭାବେ ମୋଦି କେବେ ଶପଥ ନେବେ ସେନେଇ ବିଧିବଦ୍ଧ ଭାବେ କୌଣସି ସୂଚନା ମିଳିନାହିଁ ।ଚଳିତ ନିର୍ବାଚନରେ ବିଜେପି ସବୁଠୁ ବଡ ଦଳ ଭାବେ ଉଭା ହୋଇଛି । ୨୪୦ ଆସନ ହାତେଇଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ