Masthead

ସେପ୍ଟେମ୍ବର ୨୨ରେ ଆମେରିକା ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୨ ତାରିଖରେ ଆମେରିକା ଗସ୍ତ କରିବେ । ଏହା ସହ ୨୩ ସେପ୍ଟେମ୍ବରରେ ୱାଶିଂଟନ ଡିସିରେ ପ୍ରାଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ ବୋଲି ସୂଚନା ମିଳିଛି ।

ଅପରପକ୍ଷରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ହେବା ପରେ ଏହା ପ୍ରଧାନମନ୍ତ୍ରୀଙ୍କର ହେଉଛି ପ୍ରଥମ ଆମେରିକା ଗସ୍ତ । ରାଷ୍ଟ୍ରପତି ବାଇଡେନଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ ଉପରାଷ୍ଟ୍ରପତି କମଲା ହାରିସ ଏବଂ ଅନ୍ୟ ନେତାଙ୍କୁ ମଧ୍ୟ ଭେଟିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ