Masthead

ମୋଦିଙ୍କ ବୈଠକ: କରୋନା ସ୍ଥିତି ନେଇ କରିବେ ସମୀକ୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ । ୮ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କରିବେ ଆଲୋଚନା । ଦିନ ୧୧ଟାରେ କରୋନା ସ୍ଥିତି ନେଇ କରିବେ ସମୀକ୍ଷା ।

ଆସାମ, ନାଗାଲାଣ୍ଡ, ତ୍ରିପୁରା, ସିକିମ୍, ମଣୀପୁର, ମେଘାଳୟ, ଅରୁଣାଞ୍ଚଳ ପ୍ରଦେଶ ଏବଂ ମିଜୋରାମର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ବୈଠକ କରିବେ । ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ପ୍ରଧାନମନ୍ତ୍ରୀଙ୍କୁ ରିପୋର୍ଟ ଦେବେ । ଦ୍ୱିତୀୟ ଲହର ଶେଷ ହେଉନଥିବାରୁ ଚିନ୍ତାରେ କେନ୍ଦ୍ର ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା