Masthead

ମୋଦିଙ୍କ ବୈଠକ: କରୋନା ସ୍ଥିତି ନେଇ କରିବେ ସମୀକ୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ । ୮ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କରିବେ ଆଲୋଚନା । ଦିନ ୧୧ଟାରେ କରୋନା ସ୍ଥିତି ନେଇ କରିବେ ସମୀକ୍ଷା ।

ଆସାମ, ନାଗାଲାଣ୍ଡ, ତ୍ରିପୁରା, ସିକିମ୍, ମଣୀପୁର, ମେଘାଳୟ, ଅରୁଣାଞ୍ଚଳ ପ୍ରଦେଶ ଏବଂ ମିଜୋରାମର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ବୈଠକ କରିବେ । ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ପ୍ରଧାନମନ୍ତ୍ରୀଙ୍କୁ ରିପୋର୍ଟ ଦେବେ । ଦ୍ୱିତୀୟ ଲହର ଶେଷ ହେଉନଥିବାରୁ ଚିନ୍ତାରେ କେନ୍ଦ୍ର ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ