Masthead

ପାକିସ୍ତାନ ଦେଇ ଫେରିବ ମୋଦିଙ୍କ ବିମାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପାକିସ୍ତାନ ଦେଇ ଫେରିବ ମୋଦିଙ୍କ ବିମାନ । ଜି-୨୦ ଶିଖର ସମ୍ମିଳନୀ ଯୋଗ ଦେବା ପାଇଁ ମୋଦି ପାକିସ୍ତାନ ଆକାଶପଥ ଦେଇ ଇଟାଲି ଗସ୍ତ ଆଭିମୁଖେ ଗସ୍ତ କରିଥିଲେ । ତେବେ ପୁଣି ସେଇ ପାକିସ୍ତାନ ଆକାଶପଥ ଦେଇ ପ୍ରଧାନମନ୍ତ୍ରୀଙ୍କ ବିମାନ ଫେରିବ ବୋଲି ଜଣାପଡ଼ିଛି। ଏନେଇ ଇସଲାମାବଦଠାରୁ ଅନୁମତତି ମଲିଥିବା ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ ବୋଇଁ 777, 300ER, K7066 ବାହାୱାଲପୁରରୁ ପାକିସ୍ତାନୀ ଆକାଶପଥ ଦେଇ ତୁର୍ବତ ଏବଂ ପଞ୍ଜଗୁର ତଥା ଭୟା ଇରାନ ଏବଂ ତୁର୍କୀ ଦେଇ ଇଟାଲୀରେ ପହଞ୍ଚିଛିଥିଲା। ଏନେଇ ଦି ଏକ୍ସପ୍ରେସ ଟ୍ରିବ୍ୟୁନ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ