Masthead

ଗୁଲାବକୁ ନେଇ ନବୀନଙ୍କ ସହ ମୋଦିଙ୍କ ଆଲୋଚନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଲୋଚନା । ସମ୍ଭାବ୍ୟ ବାତ୍ୟା ନେଇ ଉଭୟ କରିଛନ୍ତି ଆଲୋଚନା । ସମସ୍ତ ସହାୟତା ଯୋଗାଇ ଦେବାକୁ ପ୍ରତିଶୃତି ଦେଲେ ମୋଦି । ଏହା ସହ ପ୍ରଧାନମନ୍ତ୍ରୀ ସଭିଙ୍କ ନିରାପତା ଓ ସୁରକ୍ଷା କାମନା କରିଥିବାର ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ।

ଅନ୍ୟପଟେ ସନ୍ଧ୍ୟା ୬ଟାରେ ଲ୍ୟାଣ୍ଡଫଲ କରିଛି ବାତ୍ୟା ଗୁଲାବ । ଘଣ୍ଟାପ୍ରତି ୨୫ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ଗୁଲାବ । ଲ୍ୟାଣ୍ଡଫଲ ପ୍ରଭାବରେ ପବନରେ ବେଗ ୭୫ରୁ ୮୫ କିଲୋମିଟର ରହିଛି । ବିଶେଷ କରି ଗଜପତି ଓ ଗଞ୍ଜାମ ଉପରେ ପବନର ବେଗ ଅଧିକ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର