Masthead

ଯେଉଁମାନେ ଦାୟିତ୍ୱରେ ଅଛନ୍ତି ସେମାନେ କାନ୍ଧକୁ ନିଅନ୍ତୁ: ମହମ୍ମଦ ମୋକିମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପରାଜୟରେ ମୋକିମଙ୍କୁ ଦୋଷ ଲଦିବା ପରେ ଯବାବ ଦେଇଛନ୍ତି ମହମ୍ମଦ ମୋକିମ୍ । ଯେଉଁମାନେ ଦାୟିତ୍ୱରେ ଅଛନ୍ତି, ସେମାନେ କାନ୍ଧକୁ ନିଅନ୍ତୁ । ସେମାନଙ୍କୁ ଯିଏ ଏଭଳି କହିବାକୁ କହିଛନ୍ତି ସେମାନେ ଏଥିରୁ କ୍ଷାନ୍ତ ରୁହନ୍ତୁ । ଜାନକୀ ଓ ବସନ୍ତ ଆଲୋଚନା ତ ଧାମନଗର ଓ ଅନ୍ୟ ଉପନିର୍ବାଚନରେ ହୋଇନଥିଲା । ସେଠି କାହିଁକି ଏମିତି ହେଲା । ମୁଁ ନୂଆ ଦଳ ଗଠନ କରିବା ପରି ଲୋକ ହୋଇନାହିଁ । ଯେଉଁମାନେ ମିଥ୍ୟା ଆରୋପ କରି ଖସି ଯିବାକୁ ଚାହୁଛନ୍ତି , ସେମାନେ ଦାୟିତ୍ୱ କାନ୍ଧକୁ ନିଅନ୍ତୁ । କଂଗ୍ରେସକୁ ମଜବୁତ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ